www.samajalive.in
Thursday, December 11, 2025
26.1 C
Bhubaneswar

କାରାଗାରରେ ବଢୁଛି ସଂକ୍ରମଣ; କଏଦୀ ଓ ଜେଲ କର୍ମଚାରୀ ହେଉଛନ୍ତି କୋଭିଡ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶର କାରାଗାରଗୁଡିକରେ କୋଭିଡ ସଂକ୍ରମଣ ବୃଦ୍ଧିପାଇବାରେ ଲାଗିଛି। ସେଠାରେ ରହୁଥିବା କଏଦୀ ଓ ବିଚାରାଧୀନ ବନ୍ଦୀଙ୍କ ସମେତ କାରାଗାର କର୍ମଚାରୀ ପ୍ରତିଦିନ ଅଧିକରୁ ଅଧିକ ସଂଖ୍ୟାରେ କୋଭିଡରେ ଆକ୍ରାନ୍ତ ହେଉଛନ୍ତି। ଦିଲ୍ଲୀର ବିଭିନ୍ନ କାରାଗାରରେ ମୋଟ ୬୮ଜଣ ବନ୍ଦୀ ଏବଂ ୪୮ ଜଣ କାରାଗାର କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ଜଣାଯାଇଛି। ତିହାର ଜେଲରେ ୪୨ ବନ୍ଦୀ ଓ ୩୪ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ମାଣ୍ଡୋଲି ଜେଲରେ ୨୪ ବନ୍ଦୀ ଓ ୮ କର୍ମଚାରୀ ଓ ରୋହିଣି ଜେଲରେ ୬ କର୍ମଚାରୀ କୋଭିଡରେ ସଂକ୍ରମିତ ହୋଇଛନ୍ତି।

Hot this week

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

Related Articles

Popular Categories