www.samajalive.in
Wednesday, December 10, 2025
23.1 C
Bhubaneswar

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି, ଦେଶରେ ୫୭୫୫ ଆକ୍ରାନ୍ତ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଆଉ ୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି। ଜନସ୍ଵାସ୍ଥ୍ୟ ନିର୍ଦେଶକ ଡା. ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ଏ ନେଇ ସୂଚନା ଦେଇଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩ ରହିଛି। ୧୨ ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି। ତେବେ ଆଗକୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା ରହିଛି। ଦେଶରେ ବି କରୋନା ସଂକ୍ରମିତ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ଶନିବାର ସନ୍ଧ୍ୟା ସୁଦ୍ଧା ୫୭୫୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କେରଳରେ ସର୍ବାଧିକ ୧୮୦୬ ଆକ୍ରାନ୍ତ ଚିହ୍ନଟ ହେଲେଣି। ଦିଲ୍ଲୀରେ ବର୍ତ୍ତମାନ ସୁଦ୍ଧା ୬୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ବିପୁଳ ମାଓ ସାମଗ୍ରୀ ଠାବ

ବାଲିଗୁଡା : ବାଲିଗୁଡା ବିଏସ୍‌ଏଫ୍ ଯବାନଙ୍କୁ ବଡ ସଫଳତା ମିଳିଛି। ବଡ଼ଧରଣର...

ଚିନ୍ତାକଳ୍ପ : ଦୃଷ୍ଟିକୋଣ

ଦୃଷ୍ଟିକୋଣ (ଆଭିମୁଖ୍ୟ)ରେ ପରିବର୍ତ୍ତନ ସବୁଠାରୁ ବଡ଼ ପରିବର୍ତ୍ତନ ବୋଲି କୁହାଯାଇଥାଏ। ଆପଣାର...

ସମ୍ପାଦକୀୟ : ଭୂମିକମ୍ପ ବିପତ୍ତି

ଭାରତର ସହରାଞ୍ଚଳ ପାଇଁ ସତର୍କ ଘଣ୍ଟି ଜାପାନରେ ଗତ ୮ ତାରିଖ ଦିନ...

ସମ୍ପାଦକୀୟ : ଯଥା ପୂର୍ବଂ, ତଥା ପରମ୍‌

ସରକାର ବଦଳିଲେ ଧାରା ବଦଳୁ ନାହିଁ ନଭେମ୍ବର ୨୭ରେ ଭାରତର ରାଷ୍ଟ୍ରପତିଙ୍କ ଅଭିଭାଷଣରୁ...

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

Related Articles

Popular Categories