ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୯୬୯ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୨, ଅନୁଗୁଳରୁ ୧୧, ଜଗତସିଂହପୁରରୁ ୮, କେନ୍ଦ୍ରାପଡା ୬, ବାଲେଶ୍ୱର ୫, ଢେଙ୍କାନାଳରୁ ୪, ଭଦ୍ରକ ଓ ପୁରୀରୁ ୩ ଲେଖାଏଁ, ଯାଜପୁର,ଖୋର୍ଦ୍ଧା ଓ ମୟୁରଭଞ୍ଜରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

kalyan agarbati

Comments are closed.