ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୭ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା,କଟକ,ଗଞ୍ଜାମ,ଯାଜପୁର ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଆକ୍ରାନ୍ତ, ଜଗତସିଂହପୁରରୁ ୨ ଜଣ ପ୍ରାଣ ହରାଇଛନ୍ତି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୮୭ରେ ପହଞ୍ଚିଛି।

Comments are closed.