www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟରେ ବୃଦ୍ଧି ପାଉଛି କରୋନା ମୃତ୍ୟୁ ; ଦିନକରେ ଆଉ ୩୨ ଆକ୍ରାନ୍ତ ମୃତ

ଭୁବନେଶ୍ୱର ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୩୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୫ , କଳାହାଣ୍ଡି ଓ ସୁନ୍ଦରଗଡରୁ ୪ ଲେଖାଏଁ, ଅନୁଗୁଳ , କେନ୍ଦ୍ରାପଡାରୁ ୩ ଲେଖାଏଁ, ନବରଙ୍ଗପୁର, ପୁରୀ ଓ ରାୟଗଡାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଗଜପତି, ଗଞ୍ଜାମ ଓ ନୂଆପଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା ୨ ହଜାର ୫୧୬ରେ ପହଞ୍ଚିଛି।

- Advertisement -

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories