www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୬ରେ ପହଞ୍ଚିଲା

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ସୋମବାର ଆଉ ୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି। ଜନସ୍ଵାସ୍ଥ୍ୟ ନିର୍ଦେଶକ ଡା. ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ଏ ନେଇ ସୂଚନା ଦେଇଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬ ରହିଛି। ୨୦ ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି। ତେବେ ଆଗକୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା ରହିଛି। ତେଣୁ ଜନସାଧାରଣ ସତର୍କ ରହିବାକୁ କୁହାଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories