www.samajalive.in
Saturday, December 6, 2025
19.1 C
Bhubaneswar

୭ ନୂଆ କରୋନା ପଜିଟିଭ ଚିହ୍ନଟ, ଦେଶରେ ଟପିଲା ୫ହଜାର

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ପୁଣି ଚିହ୍ନଟ ହେଲେ କରୋନା ପଜିଟିଭ । ଆଜି ରାଜ୍ୟରେ ଆଉ ୭ନୂଆ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ହୋଇଛି । ସେଥିରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୬ଜଣ, କଟକରେ ୯ଜଣ, ପୁରୀ, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ ଓ ବାଲେଶ୍ୱରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପଟେ ଦେଶରେ କରୋନା ଉପରମୁହାଁ ହୋଇଛି । ୫ହଜାର ୩୬୪ରେ ପହଂଚି ଆକ୍ଟିଭ କେସ୍‍ । ସୁସ୍ଥ ହୋଇଛନ୍ତି ୪ହଜାର ୭୨୪ଜଣ । ଗତ ୨୪ଘଣ୍ଟାରେ ୪୮୯ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮ଜଣଙ୍କ ମୃତ୍ୟୁ ହୋଇଛି ।

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories