ଭୁବନେଶ୍ବର: ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୬ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୪ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ ୨ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ ଏବଂ ୨୪ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Popular Categories



