ଦେଶରେ କରୋନା ସକ୍ରିୟ ମାମଲା, ଶ୍ରେଷ୍ଠ ୧୦ରେ ଓଡ଼ିଶା

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଶ୍ରେଷ୍ଠ ୧୦ଟି କରୋନା ସକ୍ରିୟ ମାମଲା ରାଜ୍ୟ ମଧ୍ୟରେ ରହିଛି ଓଡ଼ିଶା। ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମଣ ମାମଲା ରହିଛନ୍ତି। ସେହିପରି ମହାରାଷ୍ଟ୍ର ସହ କର୍ଣ୍ଣାଟକ, ତାମିଲନାଡୁ, କେରଳ, ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶ, ଗୁଜୁରାଟ, ଓଡ଼ିଶା, ଦିଲ୍ଲୀ ଓ ରାଜସ୍ତାନ ଶ୍ରେଷ୍ଠ ୧୦ କରୋନା ସକ୍ରିୟ ମାମଲା ତାଲିକାରେ ରହିଛି  ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

kalyan agarbati

Comments are closed.