www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ବୃଦ୍ଧି କରୋନା ମୃତ୍ୟୁ ; ଦିନକରେ ୨୩ ମୃତ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ବୃଦ୍ଧି ପାଉଛି ମୃତ୍ୟୁସଂଖ୍ୟା। ୨୪ ଘଣ୍ଟାରେ ୨ ହଜାର ୬୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ପୂର୍ବରୁ ଦୈନିକ ମୃତ୍ୟୁ ୧୦ ମଧ୍ୟରେ ସୀମିତ ରହିଥିବା ବେଳେ ଏବେ ଏହା ୨୦ ଅତିକ୍ରମ କରୁଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୭,ସୁନ୍ଦରଗଡରୁ ୩, ଭଦ୍ରକ,ଗଞ୍ଜାମ,ଜଗତସିଂହପୁର,କେନ୍ଦ୍ରାପଡାରୁ୨ଲେଖାଏଁ, ବାଲେଶ୍ୱର,ଢେଙ୍କାନାଳ, ଯାଜପୁର ଜିଲାରୁ ଜଣେ ଲେଖାଏଁ ,କେନ୍ଦୁଝର ଓ ମୟୁରଭଞ୍ଜରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୬୮୯ରେ ପହଞ୍ଚିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories