www.samajalive.in
Saturday, December 6, 2025
16.1 C
Bhubaneswar

ଆଉ କରୋନାରେ ଆଖି ବୁଜିଲେ ୨୨ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ପୂର୍ବ ଅପେକ୍ଷା ବୃଦ୍ଧି ପାଉଥିବା ଦେଖାଯାଉଛି । ୨୪ ଘଣ୍ଟାରେ ଆଉ ଚିକିସôାଧୀନ ଅବସ୍ଥାରେ ୨୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳରୁ ୨,ଢେଙ୍କାନାଳ, ଜଗତସିଂହପୁର ଓ ବଲାଙ୍ଗୀରରୁ ଜଣେ ଲେଖାଏଁ, କନ୍ଧମାଳ,ମୟୁରଭଞ୍ଜ ଓ ସୁନ୍ଦରଗଡରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୭୯୭ରେ ପହଞ୍ଚିଛି ।

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories