www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ଆଉ ୨୦ ସଂକ୍ରମିତ ମୃତ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ସହ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ଦେଖାଯାଉଛି। ଗତ କିଛି ଦିନ ତଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦ ଅତିକ୍ରମ କରୁଥିବା ବେଳେ ଏବେ ୨୦ରେ ସୀମିତ ରହିଥିବା ଦେଖାଯାଉଛି। ଦିନକରେ ଚିିକିତ୍ସାଧୀନ ଅବସ୍ଥାରେ ଆଉ ୨୦ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱରରୁ ସର୍ବାଧିକ ୬, ଯାଜପୁରରୁ ୪,କଟକ ଓ ପୁରୀରୁ ୨ ଲେଖାଏଁ, ଭଦ୍ରକ,ଢେଙ୍କାନାଳ ଓ ଜଗତସିଂହପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା, କେନ୍ଦ୍ରାପଡା ଓ କେନ୍ଦୁଝରରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୯୦୪ରେ ପହଞ୍ଚିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories