www.samajalive.in
Saturday, December 6, 2025
26.1 C
Bhubaneswar

ଓଡିଶାରେ କରୋନା ; ନୂଆ ଆକ୍ରାନ୍ତ ୩୩୯

ଭୁବନେଶ୍ୱର : ରାଜ୍ୟରେ ହ୍ରାସ ପାଉଛି ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଆଉ ୩୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୬୯,ସଙ୍ଗରୋଧରୁ ୧୯୯, ସ୍ଥାନୀୟ୧୪୦। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୩,୯୭୮କୁ ବୃଦ୍ଧି ପାଇଛି। ୧୨,୭୧,୦୧୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩ ହଜାର ୮୬୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୨୮ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୧୪, ବାଲେଶ୍ୱର ୧୪, ବରଗଡ ୫, ଭଦ୍ରକ ୪, ବଲାଙ୍ଗୀର ୩, ବୌଦ୍ଧ ୨, କଟକ ୧୭, ଦେଓଗଡ ୪, ଢେଙ୍କାନାଳ ୨, ଗଜପତି ୨୫, ଗଞ୍ଜାମ ୧୪, ଯାଜପୁର ୧୪, ଝାରସୁଗୁଡା ୧୨, କଳାହାଣ୍ଡି ୪, କନ୍ଧମାଳ ୨, କେନ୍ଦ୍ରାପଡା ୫, ଖୋର୍ଦ୍ଧା ୩୬, କୋରାପୁଟ ୧୬, ମାଲକାନଗିରି ୧, ମୟୁରଭଞ୍ଜ ୧୯, ନବରଙ୍ଗପୁର ୩, ନୟାଗଡ ୪, ନୂଆପଡା ୧, ପୁରୀ ୧, ରାୟଗଡା ୬, ସମ୍ବଲପୁର ୧୪, ସୋନପୁର ୮, ସୁନ୍ଦରଗଡ ୮୦, ଷ୍ଟେଟ ପୁଲରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories