www.samajalive.in
Saturday, December 6, 2025
26.1 C
Bhubaneswar

ପୁଣି ଚିନ୍ତା ବଢାଇଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ପୁଣି ଚିନ୍ତା ବଢାଇଛି ଦୈନିକ ସଂକ୍ରମଣ। କିଛି ଦିନ ମଧ୍ୟରେ ଲଗାତାର ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ରେକର୍ଡ କରାଯାଇଥିବା ସଂକ୍ରମଣ ମଧ୍ୟରେ ୨୪ ଘଣ୍ଟାରେ ଆଉ ୬୦୫୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା କିଛି ଦିନ ମଧ୍ୟରେ ରେକର୍ଡ କରାଯାଇଥିବା ସଂକ୍ରମଣ ମଧ୍ୟରେ ୧୩ ପ୍ରତିଶତରୁ ଅଧିକ ରହିଛି। ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୩୦୩କୁ ବୃଦ୍ଧି ପାଇଛି।
ଏହା ପୂର୍ବରୁ ଦେଶରେ ଗୁରୁବାର ୧୯୫ ଦିନ ପରେ କରୋନାର ୫ ହଜାର ୩୩୫ ନୂଆ ମାମଲା ରେକର୍ଡ କରାଯାଇଛି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories