www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ୯୨୫ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୮୫୫

ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳ(ବିଏମ୍‌ସି)ରୁ ୯୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ ୧୩୭ ଏବଂ ଲୋକାଲ କଣ୍ଟାକ୍ଟ କେସ ୭୮୮ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ବିଏମ୍‌ସି ଅଞ୍ଚଳରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୪୫୭୪କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୫୧୯୧୧ ସୁସ୍ଥ ହୋଇଥିବାବେଳେ ବିଭିନ୍ନ ଡାକ୍ତରଖାନାରେ ୧୨୩୪୧ଜଣ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ୩୦୧ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି।

Hot this week

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

Related Articles

Popular Categories