www.samajalive.in
Tuesday, December 9, 2025
15.1 C
Bhubaneswar

ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ୧୦୪୧ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୯୪୧

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ୧୦୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ କେସ ୧୫୧ ଏବଂ ଲୋକାଲ କଣ୍ଟାକ୍ଟ କେସ ୮୯୦ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ମୋଟ ସଂକ୍ରମିତଙ୍କ ସଂଖା ୬୮୯୯୭କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୫୫୮୧୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଏବେ ୧୨୮୫୨ଜଣ ସଂକ୍ରମିତ ବିଭିନ୍ନ ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୩୧୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ସେହିପରି ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ମୋଟ ୯୪୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସୂଚନା ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories