www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ୭୪୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୯୯୫

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ୭୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଲୋକାଲ କଣ୍ଟାକ୍ଟ କେସ ୬୨୬ ଏବଂ କ୍ବାରେଣ୍ଟାଇନ୍‌ କେସ ୧୨୧ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ ସଂକ୍ରମିତ ସଂଖ୍ୟା ୭୩୧୦୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୬୦୯୦୩ ସୁସ୍ଥ ହୋଇଛନ୍ତି ଏବଂ ୧୧୮୪୬ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୩୩୧ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅପର ପକ୍ଷରେ ଆଜି ଭୁବନେଶ୍ବରରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ୯୯୫ଜଣ ସୁସ୍ଥ ହୋଇଛନ୍ତି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories