www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଭୁବନେଶ୍ବରେ ପୁଣି ୯୬୨ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୮୫୯

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ପୁଣି ୯୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ ୧୮୧ ଏବଂ ଲୋକାଲ୍ କଣ୍ଟାକ୍ଟ କେସ୍‌ ୭୮୧ଜଣ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪୫୭୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪୩୯୨୦ଜଣ ସୁସ୍ଥ ହୋଇଥିବାବେଳେ ୧୦୩୫୩ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୮୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅପରପକ୍ଷରେ ଆଜି ଭୁବନେଶ୍ବର ୮୫୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories