ଭୁବନେଶ୍ବର: ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ୨୨ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ରାଜ୍ୟରେ କୋଭିଡ୍ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୬୭୩ ଟି ଗାଡ଼ି ଜବତ ହୋଇଛି ଏବଂ ୧୯,୫୭,୬୫୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Popular Categories



