www.samajalive.in
Wednesday, December 10, 2025
26.1 C
Bhubaneswar

ଆଜି ରାଜ୍ୟରେ ପୁଣି ସୁସ୍ଥ ହୋଇଛନ୍ତି ୭୦ଜଣ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୩୫୫୬୯କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୭୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ୩୩୫୫୬୯କୁ ବୃଦ୍ଧି ପାଇଛି। ଆଜି ରାଜ୍ୟର ସମ୍ବଲପୁର ଜିଲାରୁ ସର୍ବାଧିକ ୧୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବରଗଡ଼ ୭, ବାଲେଶ୍ବର ୬, ଯାଜପୁର ୬, ମୟୂରଭଞ୍ଜ ୬, ସୁନ୍ଦରଗଡ଼ ୬, ଭଦ୍ରକ ୪, ଖୋର୍ଦ୍ଧା ୪, କଟକ ୩, ଗଜପତି ୨, ଝାରସୁଗୁଡ଼ା ୨, ନବରଙ୍ଗପୁର ୨, ପୁରୀ ୨ ସମେତ ଅନୁଗୁଳ, ଦେବଗଡ଼, କେନ୍ଦ୍ରାପଡ଼ା, ମାଲକାନଗିରି ଓ ଷ୍ଟେଟ୍‌ପୁଲ୍‌ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -


ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୮୫,୯୮,୫୪୨ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୩୮,୧୨୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୩୫, ୪୯୯ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୧୯୧୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୬୫୧ ରହିଛି। ୬୫୧ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ​‌େ​‌ବାଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories