www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ରାଜ୍ୟରେ ପୁଣି ୯୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୦ଜିଲାରୁ ଚିହ୍ନଟ ହୋଇଥିବା କରେନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୫୮ ଓ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୪୦ ରହିଥିବା ଜଣାପଡ଼ିଛି। ଆଜି ସୁଦ୍ଧା ରାଜ୍ୟରେ ମୋଟ ୮୭୮୮୮୪୪ଜଣଙ୍କ କୋଭିଡ୍‌ ଟେଷ୍ଟ କରାଯାଇଛି। ସେଥିମଧ୍ୟରୁ ୩୩୮୮୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ରାଜ୍ୟରେ ୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା ମୋଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୩୩୬୦୬୬କୁ ବୃଦ୍ଧି ପାଇଛି। ଏବେ ରାଜ୍ୟର ବିଭିନ୍ନ କୋଭିଡ୍‌ ହସ୍‌ପିଟାଲ୍‌ରେ ୭୭୯ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।
ଖୋର୍ଦ୍ଧା ୧୫, କଟକ ୯, ମୟୂରଭଞ୍ଜ ୮, ସୁନ୍ଦରଗଡ଼ ୭, ବଲାଙ୍ଗିର ୭, ଭଦ୍ରକ ୬, ବରଗଡ଼ ୫, ପୁରୀ ୫, ଅନୁଗୁଳ ୪, ବାଲେଶ୍ବର ୪, ଯାଜପୁର ୩, ଝାରସୁଗୁଡ଼ା ୩, କୋରାପୁଟ ୩, ନୂଆପଡ଼ା ୩, ରାୟଗଡ଼ା ୩, ଷ୍ଟେଟ୍‌ପୁଲ ୩, ସୋନପୁର ୨, ଦେବଗଡ଼ ୨, ନବରଙ୍ଗପୁର ୨, କନ୍ଧମାଳ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

- Advertisement -

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories