ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍ସି) ଅଞ୍ଚଳରେ ୮୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ କେସ ୧୬୮ ଏବଂ ୬୪୩ ଲୋକାଲ କଣ୍ଟାକ୍ଟ କେସ ଜଣ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ବିଏମ୍ସି ଅଞ୍ଚଳରେ ୭୫୭୮୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬୪୧୪୫ଜଣ ସୁସ୍ଥ ହୋଇଥିବାବେଳେ ୬୪୧୭୫ଜଣ ସୁସ୍ଥ ହୋଇଛନ୍ତି ଏବଂ ବିଭିନ୍ନ ଡାକ୍ତରଖାନାରେ ୧୧୨୫୦ଜଣ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୩୩୮ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବିଏମ୍ସି ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
Update on newly detected #COVID19 cases in the last
24 hrs under the BMC area on 31st May (till 9am). pic.twitter.com/51xiuH7zlr— BMC (@bmcbbsr) May 31, 2021



