www.samajalive.in
Friday, December 12, 2025
19.1 C
Bhubaneswar

ଆଜି ରାଜ୍ୟରେ ସୁସ୍ଥ ହେଲେ ୧୧୦୧ କରୋନା ଆକ୍ରାନ୍ତ, ମୋଟ ସୁସ୍ଥ ସଂଖ୍ୟା ୩୦୩୮୯୭

ଭୁବନେଶ୍ବର: ଆଜି ରାଜ୍ୟରେ ୧୧୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା ମୋଟ କରୋନା ଆକ୍ରାନ୍ତକୁ ମିଶାଇ ରାଜ୍ୟରେ ୩୦୩୮୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଯାଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ କୁହାଯାଇଛି ଯେ ଆଜି ରାଜ୍ୟରେ ମୋଟ ୧୧୦୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରି ଯାଇଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ୯୬, କଟକ ୮୯, ମୟୂରଭଞ୍ଜ ୬୮, ବଲାଙ୍ଗିର ୬୨, ବରଗଡ଼ ୬୦, ପୁରୀ ୬୦, କଳାହାଣ୍ଡି ୫୮, ଜଗତସିଂହପୁର ୫୫, ଅନୁଗୁଳ ୫୪, କେନ୍ଦ୍ରାପଡ଼ା ୪୭, ନୂଆପଡ଼ା ୪୪, କେନ୍ଦୁଝର ୪୨, ସମ୍ବଲପୁର ୩୭, ଭଦ୍ରକ ୨୮, ଯାଜପୁର ୨୬, ଢେଙ୍କାନାଳ ୨୩, ବାଲେଶ୍ବର ୨୨, ନୟାଗଡ଼ ୧୪, ଗଞ୍ଜାମ ୧୩, ଝାରସୁଗୁଡ଼ା ୧୩, କନ୍ଧମାଳ ୧୧, ନବରଙ୍ଗପୁର ୧୧, ସୋନପୁର ୧୧, କୋରାପୁଟ ୧୦, ବୌଦ୍ଧ ୭, ଗଜପତି ୬, ମାଲକାନଗିରି ୬, ଦେବଗଡ଼ ୪, ରାୟଗଡ଼ା ୪ ଏବଂ ଷ୍ଟେଟ୍‌ପୁଲ୍‌ରୁ ୧୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁଦ୍ଧା ରାଜ୍ୟରେ ମୋଟ ୩୦୩୮୯୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories