www.samajalive.in
Saturday, December 6, 2025
16.1 C
Bhubaneswar

ଓଡିଶାରେ କରୋନାର ନୂଆ ଭାରିଆଣ୍ଟ ଜେଏନ.୧ ; ୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ଓଡିଶାରେ ଜେଏନ.୧ ଆକ୍ରାନ୍ତ ଚିହ୍ନଟ। କରୋନାର ନୂଆ ପ୍ରକରଣ (ଭାରିଆଣ୍ଟ) ଜେଏନ.୧ରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ଗୁରୁବାର ଜଣାପଡିଛି। ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ଥିବା ବେଳେ ସେ ସୁନ୍ଦରଗଡର ବାସିନ୍ଦା। ଅନ୍ୟ ଜଣେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ରଙ୍କ ପକ୍ଷରୁ ସୂଚନା ମିଳିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories