www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ରାଜ୍ୟରେ ପୁଣି ସୁସ୍ଥ ହେଲେ ୫୬୩୪ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୯୧୦୪୮କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୫୬୩୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା ମୋଟ କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୯୧୦୪୮କୁ ବୃଦ୍ଧି ପାଇଛି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୪୬ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଳାହାଣ୍ଡି ୪୫୧, ସୁନ୍ଦରଗଡ଼ ୪୨୬, କଟକ ୩୬୭, ନୂଆପଡ଼ା ୩୧୮, ପୁରୀ ୩୦୫, ନବରଙ୍ଗପୁର ୨୫୨, ଷ୍ଟେଟ୍‌ପୁଲ ୨୩୯, ସମ୍ବଲପୁର ୨୨୯, ବଲାଙ୍ଗିର ୨୦୯, କେନ୍ଦୁଝର ୧୯୨, ଝାରସୁଗୁଡ଼ା ୧୭୬, ଗଞ୍ଜାମ ୧୫୩, ସୋନପୁର ୧୨୯, ଯାଜପୁର ୧୧୫, ମୟୂରଭଞ୍ଜ ୧୧୫, ରାୟଗଡ଼ା ୧୦୮, ବରଗଡ଼ ୮୯, ବାଲେଶ୍ବର ୭୮, ଅନୁଗୁଳ ୭୨, ଭଦ୍ରକ ୭୧, ଗଜପତି ୬୯, ନୟାଗଡ଼ ୬୮, ଦେବଗଡ଼ ୬୭, କୋରାପୁଟ ୪୮, ଜଗତସିଂହପୁର ୪୭, କେନ୍ଦ୍ରାପଡ଼ା ୪୧, କନ୍ଧମାଳ ୨୬, ବୌଦ୍ଧ ୧୩, ମାଲକାନଗିରି ୯ ଓ ଢେଙ୍କାନାଳ ୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

- Advertisement -

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories