www.samajalive.in
Friday, December 12, 2025
27.1 C
Bhubaneswar

ଆଜି ରାଜ୍ୟରେ ସୁସ୍ଥ ହେଲେ ୨୦୩୯ଜଣ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୯୫୩୦୮୮କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୨୦୩୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୯୫୩୦୮୮କୁ ବୃଦ୍ଧି ପାଇଛି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୪୦ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକ ୨୨୫, ଭଦ୍ରକ ୧୭୧, ଯାଜପୁର ୧୨୯, କେନ୍ଦ୍ରାପଡ଼ା ୧୧୦, ଷ୍ଟେଟପୁଲ ୧୧୦, ପୁରୀ ୧୦୦, ଜଗତସିଂହପୁର ୯୦, ମୟୂରଭଞ୍ଜ ୮୯, ବାଲେଶ୍ବର ୮୨, ନୟାଗଡ଼ ୭୧, ଅନୁଗୁଳ ୬୫, ଢେଙ୍କାନାଳ ୫୭, ମାଲକାନଗିରି ୨୭, କନ୍ଧମାଳ ୨୩, କେନ୍ଦୁଝର ୨୨, ସମ୍ବଲପୁର ୨୦, ରାୟଗଡ଼ା ୧୯, ସୁନ୍ଦରଗଡ଼ ୧୫, ବୌଦ୍ଧ ୧୦, କଳାହାଣ୍ଡି ୯, ବରଗଡ଼ ୮, ବଲାଙ୍ଗିର ୮, କୋରାପୁଟ ୮, ସୋନପୁର ୮, ଗଜପତି ୭, ଦେବଗଡ଼ ୬, ଗଞ୍ଜାମ ୪, ନବରଙ୍ଗପୁର ୪ ଓ ନୂଆପଡ଼ାରୁ ୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି।

- Advertisement -

Hot this week

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

Related Articles

Popular Categories