www.samajalive.in
Saturday, December 13, 2025
21.1 C
Bhubaneswar

ଆଜି ରାଜ୍ୟରେ ସୁସ୍ଥ ହେଲେ ୯୩୨୯ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୪୯୧୬୭୪କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି୯୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୨୧୪ ଓ ସୁନ୍ଦରଗଡ଼ ଜିଲାରୁ ୧୧୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୪ ଲକ୍ଷ ୯୧ ହଜାର ୬୭୪କୁ ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ଓ ପରବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ ଖୋର୍ଦ୍ଧା ୧୨୧୪, ସୁନ୍ଦରଗଡ଼ ୧୧୩୬, କଟକ ୭୮୦, ବରଗଡ଼ ୪୮୭, ସମ୍ବଲପୁର ୪୭୦, ନୂଆପଡ଼ା ୪୩୪, କଳାହାଣ୍ଡି ୪୧୦, ଅନୁଗୁଳ ଓ ଝାରସୁଗୁଡ଼ାରୁ ୩୮୪ ଜଣ ଲେଖାଏଁ, ପୁରୀ ୩୧୯, ବଲାଙ୍ଗୀର ୩୧୩, ନବରଙ୍ଗପୁର ୩୧୨, ମୟୂରଭଞ୍ଜ ୨୮୮, ଗଞ୍ଜାମ ୨୬୧, ଷ୍ଟେଟ୍‌ପୁଲ ୨୪୯, ନୟାଗଡ଼ ୨୦୬, ବୌଦ୍ଧ ୨୦୦, ରାୟଗଡ଼ା ୧୯୯, କେନ୍ଦ୍ରାପଡ଼ା ୧୯୦, ବାଲେଶ୍ବର ୧୫୧, ଜଗତସିଂହପୁର ୧୪୭, ସୋନପୁର ୧୨୩, ଗଜପତି ୧୧୬, କେନ୍ଦୁଝର ୧୧୩, ଢେଙ୍କାନାଳ ୯୦, କୋରାପୁଟ ୭୨, ମାଲକାନଗିରି ୭୨, ଯାଜପୁର ୭୧, କନ୍ଧମାଳ ୫୩, ଭଦ୍ରକ ୫୨, ଦେବଗଡ଼ ୩୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

- Advertisement -

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories