www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ରାଜ୍ୟରେ ସୁସ୍ଥ ହେଲେ ୧୫୨୫ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୯୬୮୪୫୩କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୧୫୨୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୯୬୮୪୫୩କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଟକ ୨୩୯, ଜଗତସିଂହପୁର ୯୫, ଷ୍ଟେଟପୁଲ ୯୪, ବାଲେଶ୍ବର ୮୪, ପୁରୀ ୮୪, ଭଦ୍ରକ ୭୧, ଯାଜପୁର ୭୦, ଅନୁଗୁଳ ୫୧, କେନ୍ଦ୍ରାପଡ଼ା ୫୦, ଢେଙ୍କାନାଳ ୪୫, ମୟୂରଭଞ୍ଜ ୩୮, ନୟାଗଡ଼ ୩୮, ସୁନ୍ଦରଗଡ଼ ୨୬, ସମ୍ବଲପୁର ୧୮, ସୋନପୁର ୧୭, ରାୟଗଡ଼ା ୧୬, କନ୍ଧମାଳ ୧୧, କେନ୍ଦୁଝର ୧୧, ବଲାଙ୍ଗିର ୧୦, ମାଲକାନଗିରି ୧୦, ଗଞ୍ଜାମ ୮, ବୌଦ୍ଧ ୭, ଗଜପତି ୭, ନବରଙ୍ଗପୁର ୬, ବରଗଡ଼ ୫, କଳାହାଣ୍ଡି ୫, କୋରାପୁଟ ୫, ଝାରସୁଗୁଡ଼ା ୩, ନୂଆପଡ଼ା ୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି।

- Advertisement -

Hot this week

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

Related Articles

Popular Categories