www.samajalive.in
Saturday, December 13, 2025
21.1 C
Bhubaneswar

ଆଜି ରାଜ୍ୟରେ ପୁଣି ସୁସ୍ଥ ହେଲେ ୧୨୧ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୩୭୨୧୨କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୧୨୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୩୩୭୨୧୨କୁ ବୃଦ୍ଧି ପାଇଛି। ଆଜି ରାଜ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୨୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଟକ ୧୮, ଖୋର୍ଦ୍ଧା ୧୫, କୋରାପୁଟ ୯, ମୟୂରଭଞ୍ଜ ୮, କଳାହାଣ୍ଡି ୭, ଝାରସୁଗୁଡ଼ା ୬, ଅନୁଗୁଳ ୫, ଯାଜପୁର ୫, ବଲାଙ୍ଗିର ୪, ଜଗତସିଂହପୁର ୪, ସମ୍ବଲପୁର ୪, କେନ୍ଦ୍ରାପଡ଼ା ୩, ଷ୍ଟେଟ୍‌ପୁଲ ୩, ବାଲେଶ୍ବର ୨, ନୂଆପଡ଼ା ୨, ରାୟଗଡ଼ା ୨ ସମେତ ବରଗଡ଼ ଓ ଗଜପତିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories