www.samajalive.in
Friday, December 12, 2025
15.1 C
Bhubaneswar

ଆଜି ରାଜ୍ୟରେ ସୁସ୍ଥ ହେଲେ ୧୦୬ କରୋନା ଆକ୍ରାନ୍ତ, ଆରୋଗ୍ୟ ସଂଖ୍ୟା ୩୩୨୯୪୮କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୧୦୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୩୩୨୯୪୮କୁ ବୃଦ୍ଧି ପାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

- Advertisement -

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି ଯେ ଆଜି ସମ୍ବଲପୁରରେ ସର୍ବାଧିକ ୧୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ୯, ଅନୁଗୁଳ ୮, ପୁରୀ ୮, ଯାଜପୁର ୭, ନୂଆପଡ଼ା ୭, ରାୟଗଡ଼ା ୫, ଝାରସୁଗୁଡ଼ା ୫, ବାଲେଶ୍ବର ୪, କଟକ ୪, ଦେବଗଡ଼ ୪, କେନ୍ଦ୍ରାପଡ଼ା ୪, ଭଦ୍ରକ ୩, ବଲାଙ୍ଗିର ୩, ଗଞ୍ଜାମ ୩, ବରଗଡ଼ ୨, ମାଲକାନଗିରି ୨, ମୟୁରଭଞ୍ଜ ୨, ସୋନପୁର ୨ ସମେତ ବୌଦ୍ଧ, ଗଜପତି, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା ଓ ଷ୍ଟେଟ୍‌ପୁଲ୍‌ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories