www.samajalive.in
Thursday, December 11, 2025
16.1 C
Bhubaneswar

ଆଜି ରାଜ୍ୟରେ ସୁସ୍ଥ ହେଲେ ୧୮୪୧ଜଣ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୯୫୪୯୨୯କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୧୮୪୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୯୫୪୯୨୯କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୭୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୯୮, ଯାଜପୁର ୧୧୮, ବାଲେଶ୍ବର ୧୧୧, ଷ୍ଟେଟପୁଲ ୧୦୦, ଜଗତସିଂହପୁର ୦୭, ଅନୁଗୁଳ ୭୯, ପୁରୀ ୭୯, ନୟାଗଡ଼ ୭୬, କେନ୍ଦ୍ରାପଡ଼ା ୭୧, ମୟୂରଭଞ୍ଜ ୬୬, ଢେଙ୍କାନାଳ ୫୩, କେନ୍ଦୁଝର ୪୬, ବରଗଡ଼ ୨୭, ସୁନ୍ଦରଗଡ଼ ୨୭, ସମ୍ବଲପୁର ୧୫, ଭଦ୍ରକ ୧୩, ଗଜପତି ୧୧, ସୋନପୁର ୧୧, ମାଲକାନଗିରି ୧୦, କନ୍ଧମାଳ ୯, ରାୟଗଡ଼ା ୮, ବଲାଙ୍ଗିର ୭, କଳାହାଣ୍ଡି ୬, କୋରାପୁଟ ୬, ଗଞ୍ଜାମ ୫, ନୂଆପଡ଼ା ୫, ଝାରସୁଗୁଡ଼ା ୪, ନବରଙ୍ଗପୁର ୪, ବୌଦ୍ଧରୁ ୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି।

- Advertisement -

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories