www.samajalive.in
Sunday, December 7, 2025
26.1 C
Bhubaneswar

ଆଉ ୧୧ ହଜାର ୭୧୩ କୋରୋନାରେ ଆକ୍ରାନ୍ତ ଚିହ୍ନଟ : ସକ୍ରିୟ ଆକ୍ରାନ୍ତ ହାର ୧.୩୭ ପ୍ରତିଶତ

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୧୧ ହଜାର ୭୧୩ କୋରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୧୪ ହଜାର ୩୦୪କୁ ବୃଦ୍ଧି ପାଇଛି। ଦେଶରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୮ ହଜାର ୫୯୦ ରହିଛି ।​‌ ମୋଟ ଆକ୍ରାନ୍ତଙ୍କ ତୁଳନାରେ ସକ୍ରିୟ ଆକ୍ରାନ୍ତ ହାର ୧.୩୭ ପ୍ରତିଶତକୁ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୪ ହଜାର ୪୮୮ ସୁସ୍ଥ ହେବା ପରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୫ ଲକ୍ଷ ୧୦ ହଜାର ୭୯୬କୁ ବୃଦ୍ଧି ପାଇଛି । ଦେଶରେ କରୋନା ଆରୋଗ୍ୟ ହାର ୯୭.୧୯ ପ୍ରତିଶତକୁ ବୃଦ୍ଧି ପାଇଛି ।

ସେହିପରି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୯୫ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୯୧୮ରେ ପହଞ୍ଚିଛି । ଦେଶରେ କରୋନା ଜନିତ ମୃତ୍ୟୁ ହାର ୧.୪୩ ପ୍ରତିଶତ ରହିଛି ।

- Advertisement -

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୭ଲକ୍ଷ ୪୦ ହଜାର ୭୯୪ଟି କୋଭିଡ ନମୂନା ପାରକ୍ଷା କରାଯାଇଥିବା ବେଳେ ଦେଶରେ ମୋଟ ୨୦ କୋଟି ୬ଲକ୍ଷ ୭୨ ହଜାର ୫୮୯ ନମୂନା ପାରକ୍ଷା କରାଯାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories