www.samajalive.in
Friday, December 5, 2025
27.1 C
Bhubaneswar

ବିଧାନସଭା ଅଧିବେଶନ ପୂର୍ବରୁ ବାଚସ୍ପତି ଓ ବିଧାୟକଙ୍କ କରୋନା ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ୧ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବା ବେଳେ ତା’ପୂର୍ବରୁ ଆଜି ବାଚସ୍ପତି, ସମସ୍ତ ବିଧାୟକ ଓ ବିଧାନସଭା କର୍ମଚାରୀଙ୍କର କରୋନା ପରୀକ୍ଷା କରାଯାଇଛି। ବିଧାନସଭା ପରିସରରେ ହୋଇଥିବା ସ୍ୱତନ୍ତ୍ର ଶିବିରରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, କଂଗ୍ରେସ ବିଧାୟକ ସୁରେଶ ରାଉତରାୟ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ସମେତ ବହୁ ବିଧାୟକଙ୍କ ନମୁନା ସଂଗ୍ରହ କରାଯାଇଛି। ଏଥିସହ ସମସ୍ତ ବିଧାୟକଙ୍କର ଆଣ୍ଟିବଡି ପରୀକ୍ଷା ମଧ୍ୟ କରାଯାଉଛି। ଏଥିପାଇଁ ବିଧାନସଭା ପରିସରରେ ପୃଥକ ପୃଥକ ଦୁଇଟି କ୍ୟାମ୍ପ କରାଯାଇଛି।

ସୂଚନାଯୋଗ୍ୟ, ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ୧ ତାରିଖରୁ ଆରମ୍ଭ ହୋଇ ୯ ତାରିଖ ଯାଏ ଚାଲିବ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories