www.samajalive.in
Saturday, December 13, 2025
23.1 C
Bhubaneswar

ଆଜି ରାଜ୍ୟରୁ ୩ ହଜାର ୮୬୧କରୋନା ଆକ୍ରାନ୍ତ ଚିହ୍ନଟ ; ମୋଟ ପଜିଟିଭ ସଂଖ୍ୟା ୧,୨୭,୮୯୨କୁ ବୃଦ୍ଧି

ଭୁବନେଶ୍ୱର : ଦିନକୁ ଦିନ କରୋନା ମହାମାରୀ ଭୟଙ୍କର ରୂପ ନେବା ସହ ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ରାଜ୍ୟର ୩୦ଟି ଜିଲାରୁ ସୋମବାର ୩ ହଜାର ୮୬୧କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨,୨୭୮ ଓ ୧,୫୮୩ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏବେ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୭,୮୯୨କୁ ବୃଦ୍ଧି ପାଇଛି। ଏହାସହ ୯୬,୩୬୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୦,୯୧୯ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।


ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୭୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୧୨୦, ବାଲେଶ୍ୱର ୧୦୫, ବରଗଡ଼ ୧୭୬, ଭଦ୍ରକ ୭୪, ବଲାଙ୍ଗୀର ୭୫, ବୌଦ୍ଧ ୨୨, କଟକ ୩୮୬, ଦେଓଗଡ଼ ୧୨, ଢେଙ୍କାନାଳ ୭୪, ଗଜପତି୧୪, ଗଞ୍ଜାମ ୯୧, ଜଗତସିଂହପୁର ୮୬, ଯାଜପୁର ୨୮୫, ଝାରସୁଗୁଡ଼ା ୧୯୯, କଳାହାଣ୍ଡି ୨୮, କନ୍ଧମାଳ ୨୫, କେନ୍ଦ୍ରାପଡ଼ା ୮୩, କେନ୍ଦୁଝର ୬୬, କୋରାପୁଟ ୮୬, ମାଲକାନଗିରି ୩୩, ମୟୁରଭଞ୍ଜ ୧୨୨, ନବରଙ୍ଗପୁର ୪୪, ନୟାଗଡ଼ ୫୭, ନୂଆପଡ଼ା ୪୮, ପୁରୀ ୨୦୦, ସମ୍ବଲପୁର ୭୭, ସୋନପୁର ୧୧୭, ସୁନ୍ଦରଗଡ଼ ୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories