www.samajalive.in
Sunday, December 7, 2025
14.1 C
Bhubaneswar

୧ ଲକ୍ଷ ଟପିଲା କରୋନା ପଜିଟିଭ ସଂଖ୍ୟା ; ଆଜି ରାଜ୍ୟରୁ ୩ ହଜାର ୦୧୪ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଜି ୩ ହଜାର ୦୧୪କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୬୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୪୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୯୩୪କୁ ବୃଦ୍ଧି ପାଇଛି। ଏହାସହ ୭୦,୭୧୪ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୯,୬୮୫ ସକ୍ରିୟ କେସ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

- Advertisement -


୨୯ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୨୫, ବାଲେଶ୍ୱରରୁ ୧୩୮, ବରଗଡ଼ ୧୨୪, ଭଦ୍ରକ ୪୦, ବଲାଙ୍ଗୀର ୩୫, କଟକ ୩୩୭, ଦେଓଗଡ଼ ୨, ଢେଙ୍କାନାଳ ୪୯, ଗଜପତି ୯, ଗଞ୍ଜାମ ୨୧୬, ଜଗତସିଂହପୁର ୬୬,ଯାଜପୁର ୩୮, ଝାରସୁଗୁଡ଼ା ୪୫, କଳାହାଣ୍ଡି ୪୦, କନ୍ଧମାଳ ୬୦, କେନ୍ଦ୍ରାପଡ଼ା ୪୪, କେନ୍ଦୁଝର ୬୮, କୋରାପୁଟ ୧୨୦, ମାଲକାନଗିରି ୪୯, ମୟୁରଭଞ୍ଜ ୨୯୨, ନବରଙ୍ଗପୁର ୩୮, ନୟାଗଡ଼ ୨୯, ନୂଆପଡ଼ା ୭, ପୁରୀ ୧୧୮, ରାୟଗଡ଼ା ୧୦୪, ସମ୍ବଲପୁର ୧୦୨, ସୋନପୁର ୪୪, ସୁନ୍ଦରଗଡ଼ ୯୧ଅ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories