www.samajalive.in
Monday, December 8, 2025
14.1 C
Bhubaneswar

ରାଜ୍ୟରେ ୨୪ ଘଣ୍ଟାରେ ୩ହଜାର ୪୯୦ ନୂଆ କରୋନା ଆକ୍ରାନ୍ତ ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର : ରାଜ୍ୟର ୩୦ଟି ଜିଲାରୁ ୨୪ ଘଣ୍ଟାରେ ୩ହଜାର ୪୯୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨,୦୯୪ ସଙ୍ଗରୋଧ କେନ୍ଦ୍ରରୁ ଓ ୧,୩୯୬ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏବେ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୧,୩୮୨କୁ ବୃଦ୍ଧି ପାଇଛି। ଏହାସହ ୯୯,୩୯୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୧,୩୬୨ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

- Advertisement -


ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୩୮, ବାଲେଶ୍ୱର ୯୨, ବରଗଡ଼ ୮୧, ଭଦ୍ରକ ୮୯, ବଲାଙ୍ଗୀର ୧୧୦, ବୌଦ୍ଧ ୨୫, କଟକ ୩୭୬, ଦେଓଗଡ଼ ୨୭, ଢେଙ୍କାନାଳ ୮୧, ଗଜପତି ୫୩, ଗଞ୍ଜାମ ୬୯, ଜଗତସିଂହପୁର ୯୧, ଯାଜପୁର ୧୭୮, ଝାରସୁଗୁଡ଼ା ୧୦୩, କଳାହାଣ୍ଡି ୩୯, କନ୍ଧମାଳ ୮୪, କେନ୍ଦ୍ରାପଡ଼ା ୮୫, କେନ୍ଦୁଝର ୫୫, କୋରାପୁଟ ୯୩, ମାଲାକନଗିରି୨୨, ମୟୁରଭଞ୍ଜ ୨୦୭, ନବରଙ୍ଗପୁର ୪୦, ନୟାଗଡ଼ ୩୪, ନୂଆପଡ଼ା ୧୦୨, ପୁରୀ ୨୧୭, ରାୟଗଡ଼ା ୨୦୬, ସମ୍ବଲପୁର ୮୫, ସୋନପୁର ୧୦୭, ସୁନ୍ଦରଗଡ଼ ୬୪ ଜଣ ଚିହ୍ନଟ ହୋଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories