www.samajalive.in
Sunday, December 7, 2025
13.1 C
Bhubaneswar

ରାଜ୍ୟରେ ୨୪ ଘଣ୍ଟାରେ ୩୦ ଜିଲାରୁ ୩ ହଜାର ୬୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୦ ଜିଲାରୁ ୩ ହଜାର ୬୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨ ହଜାର ୧୫୧ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧ ହଜାର ୪୯୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟାରେ ୧,୫୮,୬୫୦ରେ ପହଞ୍ଚିଛି। ୧,୨୨,୦୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୫,୯୨୮ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
 

- Advertisement -


ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୧୭ । ଅନୁଗୁଳରୁ ୩୯, ବାଲେଶ୍ୱର ୧୫୬, ବରଗଡ଼ ୧୫୭, ଭଦ୍ରକ ୧୪୩, ବଲାଙ୍ଗୀର ୩୯, ବୌଦ୍ଧ ୩୦, କଟକ ୩୫୭, ଦେଓଗଡ଼ ୧୫, ଢେଙ୍କାନାଳ ୬୮, ଗଜପତି ୯, ଗଞ୍ଜାମ ୪୬, ଜଗତସିଂହପୁର ୯୫, ଯାଜପୁର ୧୧୬, ଝାରସୁଗୁଡ଼ା ୯୧, କଳାହାଣ୍ଡି ୭୯, କନ୍ଧମାଳ ୯୫, କେନ୍ଦ୍ରାପଡ଼ା ୭୫, କେନ୍ଦୁଝର ୫୬, କୋରାପୁଟ ୯୫, ମାଲକାନଗିରି ୩୩, ମୟୁରଭଞ୍ଜ ୧୩୭, ନବରଙ୍ଗପୁର ୯୦, ନୟାଗଡ଼ ୩୮, ନୂଆପଡ଼ା ୯୦, ପୁରୀ ୨୪୬, ରାୟଗଡ଼ା ୭୯, ସମ୍ବଲପୁର ୧୨୭, ସୋନପୁର ୯୯, ସୁନ୍ଦରଗଡ଼ ୮୪ ଜଣ ଚିହ୍ନଟ ହୋଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories