୩୦ ଜିଲାରୁ ୩ହଜାର ୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩ହଜାର ୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧ ହଜାର ୯୧୫ ସଙ୍ଗରୋଧ କେନ୍ଦ୍ରରୁ ୧ ହଜାର ୩୨୦ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯ରେ ପହଞ୍ଚିଛି।୧,୭୩,୫୭୧ ଜଣ ସୁସ୍ଥ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୮,୧୭୨ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।
Covid-19 Report For 27th September
New Positive Cases: 3235
In quarantine: 1915
Local contacts: 1320(Details of local contacts will be shared by concerned Dist Administration)
District Wise Cases
1. Angul: 179
2. Balasore: 100
3. Bargarh: 137
4. Bhadrak: 67
5. Balangir: 101— I & PR Department, Odisha (@IPR_Odisha) September 28, 2020
22. Mayurbhanj: 118
23. Nawrangpur: 124
24. Nayagarh: 43
25. Nuapada: 106
26. Puri: 79
27. Rayagada: 101
28. Sambalpur: 120
29. Sonepur: 65
30. Sundargarh: 101
31. State Pool: 148New Recovery: 3378
Cumulative Tested: 3159400
Positive: 212609
Recovered: 173571
Active Case: 38172— I & PR Department, Odisha (@IPR_Odisha) September 28, 2020
୩୦ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୦୬ । ଅନୁଗୁଳରୁ ୧୭୯, ବାଲେଶ୍ୱର ୧୦୦, ବରଗଡ଼ ୧୩୭, ଭଦ୍ରକ ୬୭, ବଲାଙ୍ଗୀର ୧୦୧, ବୌଦ୍ଧ ୪୨, କଟକ ୩୧୮, ଦେଓଗଡ଼ ୧୨, ଢେଙ୍କାନାଳ ୬୯, ଗଜପତି ୩୧, ଗଞ୍ଜାମ ୨୮, ଜଗତସିଂହପୁର ୮୬, ଯାଜପୁର ୧୧୦, ଝାରସୁଗୁଡ଼ା ୭୧, କଳାହାଣ୍ଡି ୪୨, କନ୍ଧମାଳ ୬୨, କେନ୍ଦ୍ରାପଡ଼ା ୧୦୩, କେନ୍ଦୁଝର ୮୬, କୋରାପୁଟ ୫୯, ମାଲକାନଗିରି ୨୧, ମୟୁରଭଞ୍ଜ ୧୧୮, ନବରଙ୍ଗପୁର ୧୨୪, ନୟାଗଡ଼ ୪୩, ନୂଆପଡ଼ା ୧୦୬, ପୁରୀ ୭୯, ରାୟଗଡ଼ା ୧୦୧, ସମ୍ବଲପୁର ୧୨୦, ସୋନପୁର ୬୫, ସୁନ୍ଦରଗଡ଼ ୧୦୧ ଚିହ୍ନଟ ହୋଇଛନ୍ତି।
Comments are closed.