www.samajalive.in
Sunday, December 7, 2025
26.1 C
Bhubaneswar

୨୦,୦୪୪ ନୂଆ କରୋନା ସଂକ୍ରମିତ, ଆରୋଗ୍ୟ ହାର ୯୮.୪୮%

ନୂଆଦିଲ୍ଲୀ : ଦେଶରେ ମଧ୍ୟ କରୋନା ସଂକ୍ରମଣ ପୁଣି ବଢିବାରେ ଲାଗିଛି । ଦିନକରେ ଆଉ ୨୦ହଜାର ୪୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୩୭ ଲକ୍ଷ ୩୦ ହଜାର ୭୧କୁ ବୃଦ୍ଧି ପାଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୮,୩୦୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ଦେଶରେ ମୋଟ ଆରୋଗ୍ୟ ସଂଖ୍ୟା ୪ କୋଟି ୩୦ ଲକ୍ଷ ୬୩ ହଜାର ୬୫୧ରେ ପହଞ୍ଚିଛି । ଦେଶରେ କରୋନା ଆରୋଗ୍ୟ ହାର ୯୮.୪୮% ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସହ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୫ହଜାର ୬୬୦ରେ ପହଞ୍ଚିଛି।

ଦେଶରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୦ହଜାର ୭୬୦କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ସକ୍ରିୟ ଆକ୍ରାନ୍ତ ହାର ୦.୩୨ % ରହିଛି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories