www.samajalive.in
Sunday, December 7, 2025
23.1 C
Bhubaneswar

କୋଭିଡ-୧୯ ଟିକାକରଣ ଅଭିଯାନ : ୮୯ କୋଟି ନିକଟତର

ନୂଆଦିଲ୍ଲୀ : କୋଭିଡ-୧୯ ଟିକାକରଣ କ୍ଷେତ୍ରରେ ଭାରତ ଆଉ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି । ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନରେ ଏ ପର୍ଯ୍ୟନ୍ତ ୮୮  କୋଟିରୁ ଅଧିକ ପାନ ଟିକା ଦିଆଯାଇଛି । ଟିକାକରଣ ଅଭିଯାନରେ ଗୁରୁବାର ସାଢେ ୩ଟା ସୁଦ୍ଧା ୫୦ ଲକ୍ଷରୁ ଅଧିକ ପାନ ଟିକା  ଦିଆଯାଇଛି । ଏଥିସହ  ସହ ମୋଟ ୮୮ କୋଟି ୮୫ ଲକ୍ଷ, ୪୫ ହଜାରରୁ ଅଧିକ ପାନ ଟିକା ଦିଆଯାଇଛି।

ଦେଶରେ ଗତକାଲି ୬୫ ଲକ୍ଷ ୩୪ ହଜାର ୩୦୬  ପାନ ଟିକା ଦିଆଯାଇଲା। ସାରା ଦେଶରେ ଏହି ଟିକାକରଣ ଅଭିଯାନ ଦ୍ରୁତ ଗତିରେ ଆଗେଇ ଚାଲିଛି । ଦେଶର ୨୫ ପ୍ରତିଶତରୁ ଅଧିକ ଯୋଗ୍ୟ ନାଗରିକଙ୍କର ସମ୍ପୂର୍ଣ୍ଣ ଟିକାକରଣ କରାଯାଇସାରିଲାଣି।

- Advertisement -

 

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories