www.samajalive.in
Sunday, December 7, 2025
15.1 C
Bhubaneswar

ଦେଶରେ ନୂଆ ସଂକ୍ରମିତ ୭୧,୩୬୫ ; ଆରୋଗ୍ୟ ହାର ୯୬.୭୦%

ନୂଆଦିଲ୍ଲୀ : ଦେଶରେ କରୋନାର ଦୈନିକ ସଂକ୍ରମଣ କିଛି ଦିନ ହେବ ଲକ୍ଷେ ତଳକୁ ରହୁଛି । ଦିନକରେ ଆଉ ୭୧ ହଜାର ୩୬୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୨୪,୧୦,୯୭୬ରେ ପହଞ୍ଚିଛି । ଚିକିସôାଧୀନ ଅବସ୍ଥାରେ ଆଉ ୧,୨୧୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ  ମୃତ୍ୟୁ  ସଂଖ୍ୟା ୫,୦୫,୨୭୯ରେ ପହଞ୍ଚିଛି ।  ମୃତ୍ୟୁ ହାର ୧.୧୯% । ୨୪ ଘଣ୍ଟାରେ ଆଉ ୧,୭୨,୨୧୧ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୧୦,୧୨,୮୬୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆରୋଗ୍ୟ ହାର ୯୬.୭୦% । ସକ୍ରିୟ ଆକ୍ରାନ୍ତ ହାର ୨.୧୧% । ଆଉ ୮,୯୨,୮୨୮ ସକ୍ରିୟ ଆକ୍ରାନ୍ତ ଚିକିସôାଧୀନ ଅବସ୍ଥାରେ ରହିଛନ୍ତି । ୨୪ ଘଣ୍ଟାରେ ଆଉ ୧୫,୭୧,୭୨୬ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୭୪,୪୬,୮୪,୭୫୦ ନମୁନା ପରୀକ୍ଷା କରାଯାଇଛି । ୫୩,୬୧,୦୯୯ ଟିକା ନେଇଥିବା ବେଳେ ମୋଟ ୧,୭୦,୮୭,୦୬,୭୦୫ ଟିକାକରଣ କରାଯାଇଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories