www.samajalive.in
Saturday, December 6, 2025
16.1 C
Bhubaneswar

ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ବୈଠକ

କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଓ କୋଲନରା ବ୍ଲକ ସୀମାନ୍ତ ଦୁନ୍ଦୁଲି ପଞ୍ଚାୟତର କେଉଟଗୁଡା ଗାଁ ନିକଟସ୍ଥ ଆମ୍ବତୋଟାଠାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ବୈଠକ ଅନୁଷ୍ଠିତ ହୋଇଛି । ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ରାଜ୍ୟ କମିଟି ସଦସ୍ୟ ରାମଚନ୍ଦ୍ର ପ୍ରାସ୍କାଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ୪ଟି ବ୍ଲକର ସଦସ୍ୟମାନେ ଉପସ୍ଥିତ ରହିଥିଲେ । ରାୟଗଡା ବ୍ଲକରେ ସଦସ୍ୟ ଏ ନାଗରାଜୁଙ୍କୁ ସିପିଆଇ(ଏମ୍ଏଲ) ଲିବରେସନ ପାର୍ଟି ସଦସ୍ୟ ଭାବେ ଚୟନ କରାଯାଇଛି । ଏଥିରେ ଦଳ ବିଷୟରେ ଆଲୋଚନା କରାଯାଇଛି।

Hot this week

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

Related Articles

Popular Categories