www.samajalive.in
Sunday, December 7, 2025
26.1 C
Bhubaneswar

ଦୁର୍ଘଟଣାରେ ସିପିଆଇ ପୂର୍ବତନ ସମ୍ପାଦକ ଗୁରୁତର

ଭୁବନେଶ୍ବର: ଏକ ସଡ଼କ ଦୁର୍ଘଟଣାରେ ସିପିଆଇର ପୂର୍ବତନ ସମ୍ପାଦକ ଦିବାକର ନାୟକ ଗୁରୁତର ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଦୁର୍ଘଟଣାରେ ତାଙ୍କ କଟି ହାଡ଼ ଭାଙ୍ଗି ଯାଇଛି। ବର୍ତ୍ତମାନ ତାଙ୍କୁ ଆଇସିୟୁରେ ରଖାଯାଇ ଚିକିତ୍ସା କରାଯାଉଥିବା ଭୁବନେଶ୍ବର ସିପିଆଇ ଜୋନ୍‌ ସମ୍ପାଦକ ସୁର ଜେନା ଏକ ପ୍ରେସ୍‌ ଇସ୍ତାହାରରେ ସୂଚନା ଦେଇଛନ୍ତି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories