www.samajalive.in
Saturday, December 13, 2025
23.1 C
Bhubaneswar

ପାଣ୍ଡିଆନଙ୍କ ବିରୁଦ୍ଧରେ ଅର୍ଥ ତୋଷରପାତ ଅଭିଯୋଗ

ଭୁବନେଶ୍ବର : ଭିକେ ପାଣ୍ଡିଆନଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି  । ଅର୍ଥ ତୋଷରପାତ ଓ ବିପୁଳ କଳା ଟଙ୍କାକୁ ଧଳା କରିବା ନେଇ ଅଭିଯୋଗ କରିଛନ୍ତି  ଆଇନଜୀବୀ ସୁଧିର ଚରଣ ମହାନ୍ତି । ସେହିପରି ଖଣି ମାଫିଆଙ୍କଠୁ ସେ କୋଟି କୋଟି ଟଙ୍କା ଲାଞ୍ଚ ନେଇଥିବା ତଥା ଏକାଧିକ କମ୍ପାନୀକୁ ଅନୁକମ୍ପା ଦେଖାଇବା ଭଳି ଗୁରୁତର ଅଭିଯୋଗ ହୋଇଛି।

ବିଧାନସଭାରେ ବିଜେପିର ଦଳୀୟ କାର୍ଯ୍ୟକ୍ରମ କହି ବର୍ଷିଲା ବିଜେଡି; ଜବାବ ରଖିଲା ବିଜେପି

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories