www.samajalive.in
Friday, December 12, 2025
27.1 C
Bhubaneswar

ସିଡ୍‌ନୀ ଟେଷ୍ଟ ; ୧୮୫ ରନରେ ଭାରତ ଅଲ୍‌ଆଉଟ୍‌

ନୂଆଦିଲ୍ଲୀ : ସିଡ୍‌ନୀ ଟେଷ୍ଟରେ ୧୮୫ ରନରେ ଭାରତ ଅଲ୍‌ଆଉଟ୍‌ ହୋଇଛି। ରିଷଭ ପନ୍ତ ସର୍ବାଧିକ ୪୦ ରନ୍‌ ସଂଗ୍ରହ କରିଛନ୍ତି। ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଭାରତୀୟ ଦଳ। ରୋହିତ୍‌ ଶର୍ମାଙ୍କ ଅନୁପସ୍ଥିତିରେ ଯଶପ୍ରୀତ୍‌ ବୁମରା ଟିମ୍‌ର ନେତୃତ୍ୱ ନେଇଥିଲେ। ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ମ୍ୟାଚରେ ଟିମ୍‌ ଇଣ୍ଡିଆର ପୁଣି ବ୍ୟାଟିଂ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପୂର୍ବ ୪ଟି ମ୍ୟାଚ୍‌ ଭଳି ଏଥର ମଧ୍ୟ ଟିମ୍‌ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି ।

୪ ଜାନୁଆରୀରେ ବୁଧ ଚଳନ; ଏହି ୫ ରାଶି ହେବେ ମାଲାମାଲ୍‌, ମିଳିବ ହଠାତ୍‌ ଧନ, ଖୋଲିବ ବନ୍ଦ ଭାଗ୍ୟର ତାଲା..

ମୋତେ ନୁହେଁ ବଡ ଭଉଣୀକୁ.. ଏଥିପାଇଁ ମାଆକୁ ଛୁରୀ ଭୁସି ହତ୍ୟା କଲା ଝିଅ..

- Advertisement -

 

 

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories