www.samajalive.in
Monday, December 15, 2025
26.1 C
Bhubaneswar

କ୍ରିକେଟ୍ ବିଶ୍ୱକପ – ଶ୍ରୀଲଙ୍କାକୁ ୨୬୩ ରନ୍ ଟାର୍ଗେଟ ଦେଲା ନେଦରଲ୍ୟାଣ୍ଡ

ଡେସ୍କ: ଆଇସିସି କ୍ରିକେଟ୍ ବିଶ୍ୱକପରେ ଆଜି ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକାନା ଷ୍ଟାଡିୟମରେ ନେଦରଲ୍ୟାଣ୍ଡ ଏବଂ ଶ୍ରୀଲଙ୍କା ମଧ୍ୟରେ ଏକ ମ୍ୟାଚ୍ ଖେଳାଯାଉଛି। ନେଦରଲ୍ୟାଣ୍ଡ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ସର୍ବଶେଷ ଖବର ପର୍ଯ୍ୟନ୍ତ, ନେଦରଲ୍ୟାଣ୍ଡ ୪୯.୪ ଓଭରରେ ସମସ୍ତ ୱିକେଟ୍ ହରାଇ ୨୬୨ ରନ୍ କରିଛି। ଦ୍ଵିତୀୟ ଇନିଂସରେ ଶ୍ରୀଲଙ୍କା ୧୦ ଓଭର ସୁଦ୍ଧା ୨ଟି ୱିକେଟ୍ ହରାଇ ୫୬ ରନ୍ କରିଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories