www.samajalive.in
Saturday, December 6, 2025
17.1 C
Bhubaneswar

ରାଜ୍ୟସଭା ଯିବେ ହରଭଜନ

ଚଣ୍ଡିଗଡ଼: ପୂର୍ବତନ କ୍ରିକେଟର ହରଭଜନ ସିଂହଙ୍କୁ ଆମ୍‌ ଆଦମୀ ପାର୍ଟି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ କରାଯାଇଛି। ଭଗବନ୍ତ ମାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ହରଭଜନ ସିଂହଙ୍କ ନାଁ ରାଜ୍ୟସଭାକୁ ପଠାଇବାକୁ ଦଳ ନିଷ୍ପତ୍ତି ନେଇଥିବା ଆପ୍‌ର ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଥିଲା। ଏଥିସହ ହରଭଜନ ପଞ୍ଜାବର ଏକ କ୍ରୀଡ଼ା ବିଶ୍ବବିଦ୍ୟାଳୟର ମୁଖ୍ୟ ହେବା ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଛି।

ଭଗବନ୍ତ  ମାନ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହେବା ପରେ ହରଭଜନ ସିଂହ ତାଙ୍କୁ ଅଭିନନ୍ଦନ ଜଣାଇ ଟ୍ବିଟ୍‌ କରିଥିଲେ। ସେ ଲେଖିଥିଲେ, ଆମ୍‌ ଆଦମୀ ପାର୍ଟି ଓ ମୋ ବନ୍ଧୁ ଭଗବନ୍ତ ମାନ ଆମର ନୂଆ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ତାଙ୍କୁ ଅଭିନନ୍ଦନ। ଏହା ଶୁଣି ଖୁସି ଲାଗିଲା ଯେ, ସେ ଭଗତ ସିଂଙ୍କ ଗାଁ ଖଟକଡ଼କଲାଁରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।

- Advertisement -

 

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories