www.samajalive.in
Sunday, December 14, 2025
23.1 C
Bhubaneswar

ଏସ୍‌ଆଇ ପରୀକ୍ଷା ମହାଘୋଟାଲା : କ୍ରାଇମ୍‌ବ୍ରାଞ୍ଚ ଚଢାଉ

ଭୁବନେଶ୍ଵର : ଏସ୍‌ଆଇ ପରୀକ୍ଷା ମହାଘୋଟାଲା ମାମଲା।  ଭୁବନେଶ୍ଵରର ରଘୁନାଥପୁରରେ ଥିବା ଏକ ସେଣ୍ଟରରେ କ୍ରାଇମବ୍ରାଞ୍ଚ ରେଡ୍ କରିଛି। ଶଙ୍କର ପୃଷ୍ଟି ଲିଙ୍କରେ ଚଢାଉ ଚାଲିଥିବା କହିଛନ୍ତି କ୍ରାଇମବ୍ରାଞ୍ଚ ଡିଏସ୍‌ପି। ପରୀକ୍ଷା ସେଣ୍ଟର ଚାଲିଥିବା ଘର ମାଲିକ କିଏ , ସେ ନେଇ ଅନୁଧ୍ୟାନ ଚାଲିଛି। ଶଙ୍କର ପୃଷ୍ଟି ଏଠାକୁ ଆସି ଫିକ୍ସିଂ କରୁଥିବା କ୍ରାଇମବ୍ରାଞ୍ଚ ଡିଏସ୍‌ପି କହିଛନ୍ତି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories