www.samajalive.in
Saturday, December 6, 2025
23.1 C
Bhubaneswar

ଏଫଏମ ଛାତ୍ରୀ ମୃତ୍ୟୁ ମାମଲା: ୩୪୯ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମବ୍ରାଞ୍ଚ

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ଵର ଏଫଏମ ଛାତ୍ରୀ ଆତ୍ମାହୁତି ମାମଲାରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ମଙ୍ଗଳବାର ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ଏସଡିଜେଏମ କୋର୍ଟରେ ୩୯୪ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରାଯାଇଛି। ଏଥିରେ ୧୨୦ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଥିବା ଦର୍ଶାଯାଇଛି।

ସୂଚନାଯୋଗ୍ୟ, ଗତ ଜୁଲାଇରେ ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ବିଶି କଲେଜ କ୍ୟାମ୍ପସରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଜଣେ ଅଧ୍ୟାପକ ତାଙ୍କୁ ନିର୍ଯାତନା ଦେଉଥିବା ନେଇ ସେ ଅଭିଯୋଗ କରିଥିଲେ। କିନ୍ତୁ ତାଙ୍କୁ ନ୍ୟାୟ ନ ମିଳିବାରୁ ସେ ଏଭଳି ଚରମ ପଦକ୍ଷେପ ନେଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଏମସରେ ତାଙ୍କର ମୃତ୍ୟୁ ଘଟିଥିଲା।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories