www.samajalive.in
Friday, December 12, 2025
26.1 C
Bhubaneswar

ମଙ୍ଗୁଳି ଜେନା ହତ୍ୟା ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ବର : ଖୋର୍ଦ୍ଧାରେ ବିଜେପି ନେତା ମଙ୍ଗୁଳି ଜେନା ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ହେବ। ଏନେଇ ଭାରପ୍ରାପ୍ତ ଡିଜି ବି.କେ. ଶର୍ମା ସୂଚନା ଦେଇଛନ୍ତି। ତଦନ୍ତ ଦାୟିତ୍ବ କ୍ରାଇମବ୍ରାଞ୍ଚର ଡିଏସ୍‌ପି ପ୍ରମୋଦ ରଥଙ୍କୁ ଦିଆଯାଇଥିବା ସୂଚନା ମିଳିଛି। ଏଥିସହ ଆଇଜି ଅରୁଣ ବୋଥ୍ରା ଏହାର ତତ୍ତ୍ବାବଧାନ କରିବେ।

ସୂଚନାଯୋଗ୍ୟ ଯେ, ରବିବାର ବିଳମ୍ବିତ ରାତିରେ ଖୋର୍ଦ୍ଧା ଜିଲା ନବୀନବାଗରେ ଥିବା ବିଜେପି କାର୍ଯ୍ୟାଳୟ ନିକଟରେ ବିଜେପି ନେତା ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଜଣେ ଦୁର୍ବୃତ୍ତ ସ୍କୁଟିରେ ଆସି ତାଙ୍କୁ ଗୁଳି କରି ହତ୍ୟା କରି ଫେରାର ହୋଇଯାଇଥିଲେ।

- Advertisement -

 

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories